AFFILIATE MARKETING

https://binomo.com?a=90810425bb57&t=0

Friday, April 28, 2023

ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଲାଗୁ ହେଲା ଅତ୍ୟାବଶ୍ୟକ ସେବା ଆଇନ---

ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଲାଗୁ ହେଲା ଅତ୍ୟାବଶ୍ୟକ ସେବା ଆଇନ---
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ ସମସ୍ତ କର୍ମଚାରୀଙ୍କ ପ୍ରତି ଏସମା (ଅତ୍ୟାବଶ୍ୟକ ସେବା ଆଇନ) ଲାଗୁ କରିଛନ୍ତି। ଜରୁରୀ ସେବାରେ ବ୍ୟାଘାତ ନ ଘଟାଇବା ପାଇଁ ରାଜ୍ୟ ସରକାର ଏସମା ଲାଗୁ କରିଛନ୍ତି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଲାଗୁ ଏସମା ଲାଗୁ କରାଯାଇଛି। ନର୍ସ, ଫାର୍ମାସିଷ୍ଟ, ପାରାମେଡ଼ିକ୍ସ, ଟେକ୍ନିସିଆନଙ୍କ ସମେତ ଅନ୍ୟ ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପ୍ରତି ମଧ୍ୟ ଏସମା ଲାଗୁ ହୋଇଛି।

ଏହାସହିତ ସମସ୍ତ ପ୍ରକାର ସରକାରୀ ଚିକିତ୍ସାଳୟରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ମଧ୍ୟ ସରକାର ଏସମା ଲାଗୁ କରିଛନ୍ତି। ସବୁ ସରକାରୀ ଡାକ୍ତରଖାନା କର୍ମଚାରୀଙ୍କ ପାଇଁ ଲାଗୁହୋଇଥିବା ଅତ୍ୟାବଶ୍ୟକ ସେବା ଆଇନ୍ ବା ଏସମା ଛଅ ମାସ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ ଡାକ୍ତରଖାନାର କୌଣସି କର୍ମଚାରୀ ଆନ୍ଦୋଳନ କରିପାରିବେ ନାହିଁ ।

No comments:

COASTAL NEWS

ଜଗନ୍ନାଥ suprsbhat

ଶ୍ରୀ ଜଗନ୍ନାଥ ତ୍ୱରିତ କୀର୍ତନ (Nadiyā–Purī Fast Kirtan Style) [Opening Shout – Call] ହରି ବୋଲ୍! ହରି ବୋଲ୍! ଜୟ ଜଗନ୍ନାଥ! ହରି ବୋଲ୍! ହରି ...