AFFILIATE MARKETING

https://binomo.com?a=90810425bb57&t=0

Thursday, May 4, 2023

ବନ୍ୟପ୍ରାଣୀଙ୍କ ଦ୍ୱାରା ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ବନ୍ୟପ୍ରାଣୀଙ୍କ ଦ୍ୱାରା ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ବନ୍ୟପ୍ରାଣୀଙ୍କ ଦ୍ୱାରା ମୃତାହତଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପା ରାଶି ବୃଦ୍ଧି କରିଛନ୍ତି। ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ ଲକ୍ଷ ଟଙ୍କା। ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବନ୍ୟପ୍ରାଣୀ ଆକ୍ରମଣରେ ଗୁରୁତର ଆହତଙ୍କ ପ୍ରତି ମଧ୍ୟ ସହାୟତା ରାଶି ବୃଦ୍ଧି କରାଯାଇଛି। ୬୦%ରୁ ଅଧିକ ଅକ୍ଷମତା କ୍ଷେତ୍ରରେ ମିଳିବ ଅଢେଇ ଲକ୍ଷ ଟଙ୍କା। ୬୦%ରୁ କମ୍‌‌ ଅକ୍ଷମତା କ୍ଷେତ୍ରରେ ସହାୟତା ମିଳିବ ଦେଢଲକ୍ଷ ଟଙ୍କା। ଗାଈ, ମଇଁଷି, ବଳଦଙ୍କ ମୃତ୍ୟୁ ପାଇଁ ମଧ୍ୟ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗାଈ, ମଇଁଷିର ମୃତ୍ୟୁ ହେଲେ ମିଳିବ ୩୭ ହଜାର ୫୦୦ଟଙ୍କା। ବଳଦ ମୃତ୍ୟୁ ପାଇଁ ୩୨ ହଜାର, ବାଛୁରୀ ପାଇଁ ୫ ହଜାର ଟଙ୍କା ମିଳିବ। ଛେଳି ମେଣ୍ଢାଙ୍କ ପାଇଁ ୪ ହଜାର, ଛେଳି ମେଣ୍ଢା ଛୁଆ ମୃତ୍ୟୁ ପାଇଁ ୧୫୦୦ ଟଙ୍କା ମିଳିବ ବୋଲି ଘୋଷଣା ହୋଇଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...