AFFILIATE MARKETING

https://binomo.com?a=90810425bb57&t=0

Saturday, May 20, 2023

ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ---

 ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ





ରାଉରକେଲା :  ଜଳିଗଲା ‘ମୋ ବସ୍‌’ । ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’ । ରାଉରକେଲା ଟିସିଆଇ ଛକ ନିକଟରେ ବସ୍‌ରେ ହଠାତ୍‌ ନିଅାଁ ଲାଗିଥିଲା । ତେବେ ନିଆଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ ଓ ବସ୍‌ କର୍ମଚାରୀ । ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି । ଟିସିଆଇ ଛକ ଡିପୋରୁ ବସ୍‌ ବାହାରିଥିବା ବେଳେ ସେଥିରେ ନିଆଁ ଲାଗି ଯାଇଥିଲା ।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...