AFFILIATE MARKETING

https://binomo.com?a=90810425bb57&t=0

Saturday, May 20, 2023

ଅଶାନ୍ତ ବାରିପଦା ସହର: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫ ଗିରଫ

 ଅଶାନ୍ତ ବାରିପଦା ସହର: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୫ ଗିରଫ---




ବାରିପଦା : ଅଶାନ୍ତ ବାରିପଦା ସହର । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ଟାଉନ ଥାନା ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଭଞ୍ଜପୁର ଥାନା ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦୁଇ ଦିନ ତଳେ ବାରିପଦା ସହର ଛଉ ପଡିଆ ନିକଟରେ ଦୁଇ ଛାତ୍ରଙ୍କ ମଧ୍ୟରେ ସାମାନ୍ୟ ଗଣ୍ଡୋଗୋଳକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଖଣ୍ଡା ଆକ୍ରମଣରେ ରବୀନ କୁମାର ପାତ୍ର ଗୁୁରୁତର ଆହତ ହୋଇଥିଲେ । ଘଟଣାକୁ ନେଇ ବାରିପଦା ଟାଉନ ଥାନା ଓ ଭଞ୍ଜପୁର ଥାନାରେ ପୃଥକ ପୃଥକ ଭାବେ ଦୁଇଟି ମାମଲା ରୁଜୁ ହୋଇଥିଲା ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...