AFFILIATE MARKETING

https://binomo.com?a=90810425bb57&t=0

Wednesday, June 28, 2023

ଆଜି ବାହୁଡ଼ା ଯାତ୍ରା : ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ--- ପୁରୀ : ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ବାହୁଡା ଯାତ୍ରା ପାଇଁ ନାକଚଣା ଦ୍ବାର ନିକଟରେ ତିନି ରଥ ଅପେକ୍ଷା ରତ ରହିଛନ୍ତି । ରାତିରୁ ତିନି ରଥରେ ଚାରମାଳ ବନ୍ଧା କାମ ମଧ୍ୟ ସରିଛି। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାସହ ବାହୁଡାଯାତ୍ରା ଲାଗି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି ହୋଇ ଗୋଟାଏରୁ ୨ଟା ୩୦ ମଧ୍ୟରେ ବେଶଶେଷ ନୀତି କରାଯିବ । ଏହାପରେ ଅପରାହ୍ନ ୨ଟା୩୦ରୁ ୩ଟା୩୦ରେ ଛେରାପହଁରା କରାଯିବ। ଅପରାହ୍ନ ୪ଟାରେ ହେବ ରଥଟଣା ଆରମ୍ଭ ହେବ ବୋଲି ସୂଚନା ରହିଛି। ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିବେ ।

 ଆଜି ବାହୁଡ଼ା ଯାତ୍ରା : ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଶ୍ରୀଜୀଉ





ପୁରୀ  : ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ବାହୁଡା ଯାତ୍ରା ପାଇଁ ନାକଚଣା ଦ୍ବାର ନିକଟରେ ତିନି ରଥ ଅପେକ୍ଷା ରତ ରହିଛନ୍ତି । ରାତିରୁ ତିନି ରଥରେ ଚାରମାଳ ବନ୍ଧା କାମ ମଧ୍ୟ ସରିଛି। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାସହ ବାହୁଡାଯାତ୍ରା ଲାଗି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।


ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି ହୋଇ ଗୋଟାଏରୁ ୨ଟା ୩୦ ମଧ୍ୟରେ ବେଶଶେଷ ନୀତି କରାଯିବ । ଏହାପରେ ଅପରାହ୍ନ ୨ଟା୩୦ରୁ ୩ଟା୩୦ରେ ଛେରାପହଁରା କରାଯିବ। ଅପରାହ୍ନ ୪ଟାରେ ହେବ ରଥଟଣା ଆରମ୍ଭ ହେବ ବୋଲି ସୂଚନା ରହିଛି। ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିବେ ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...