AFFILIATE MARKETING

https://binomo.com?a=90810425bb57&t=0

Wednesday, June 14, 2023

ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି



- ରାଜ୍ୟ ସରକାରୀ କର୍ମଚାରୀଙ୍କୁ ରଜ ଭେଟି । ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର । ପେନ୍‌ସନଭୋଗୀଙ୍କ ଟିଆଇ ମଧ୍ୟ ୪ ପ୍ରତିଶତ ବୃଦ୍ଧି ହୋଇଛି ।


ରାଜ୍ୟ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ଡିଏ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଦ୍ୱାରା ମହଙ୍ଗା ଭତ୍ତା-DA ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି ।


୨୦୨୩ ଜାନୁଆରୀରୁ ଏହା ପିଚ୍ଛିଲା ଭାବେ ଲାଗୁ ହେବ । ଏହି ବର୍ଦ୍ଧିତ ଡିଏ ଚଳିଚ ଜୁନ ମାସ ଦରମାରେ ନଗଦ ଆକାରରେ ମିଳିବ । ପେନ୍‌ସନ ଭୋଗୀ ମାନେ ମଧ୍ୟ ଜୁନ ମାସ ପେନ୍‌ସନରେ ବର୍ଦ୍ଧିତ ଟିଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ୭ଲକ୍ଷ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଉପକୃତ ହେବେ ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...