AFFILIATE MARKETING

https://binomo.com?a=90810425bb57&t=0

Sunday, June 18, 2023

ବଢ଼ିଲା ଗ୍ରୀଷ୍ମ ଛୁଟି, ୨୧ ତାରିଖରେ ଖୋଲିବ ସ୍କୁଲ

 ବଢ଼ିଲା ଗ୍ରୀଷ୍ମ ଛୁଟି, ୨୧ ତାରିଖରେ ଖୋଲିବ ସ୍କୁଲ




ବଢ଼ିଲା ଗ୍ରୀଷ୍ମ ଛୁଟି । ଆଉ ଦୁଇ ଦିନ ସ୍କୁଲ ଛୁଟି ଅବଧି ବଢ଼ାଇଛନ୍ତି ସରକାର । ୧୯ ନୁହେଁ, ୨୧ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି । ଆସନ୍ତା ୧୯ ତାରିଖ ସ୍କୁଲ ଖୋଲିବାର ଥିଲା ।  ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗ୍ରୀଷ୍ମ ଅବକାଶ ବଢ଼ାଇଛନ୍ତି ।  ଏ ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...