AFFILIATE MARKETING

https://binomo.com?a=90810425bb57&t=0

Wednesday, June 14, 2023

ଢେଙ୍କାନାଳ ଟାଟା ଷ୍ଟିଲ ମେରାମୁଣ୍ଡଳି ପାଓ୍ଵାରପ୍ଲାଣ୍ଟରେ ବ୍ଲାଷ୍ଟ, ୧୯ ଗୁରୁତର

ଢେଙ୍କାନାଳ ଟାଟା ଷ୍ଟିଲ ମେରାମୁଣ୍ଡଳି ପାଓ୍ଵାରପ୍ଲାଣ୍ଟରେ ବ୍ଲାଷ୍ଟ, ୧୯ ଗୁରୁତର



ଅନଲାଇନ ସ୍କିନଲାଇନିଂ କାମ ଚାଲିଥିଲା ବେଳେ ଅତ୍ୟଧିକ ଚାପରେ ପ୍ରୋଜେକ୍ଟଟି ବ୍ଲାଷ୍ଟିଂ ହୋଇଛି ବୋଲି ଜଣା ଯାଇଛି l


ଢେଙ୍କାନାଳ ଟାଟାଷ୍ଟିଲ ମେରାମଣ୍ଡଳୀ ଫେଜ ୨ର BAPP-2 Powerplantରେ ଦୁର୍ଘଟଣା । ଅନଲାଇନ ସ୍କିନଲାଇନିଂ କାମ ଚାଲିଥିଲା ବେଳେ ଅତ୍ୟଧିକ ଚାପରେ ପ୍ରୋଜେକ୍ଟଟି ବ୍ଲାଷ୍ଟିଂ ହୋଇଛି । ପ୍ରାୟ ୧୯ ଜଣ  ଗୁରୁତର ହୋଇଥିବା ସୂଚନା ମିଳିଛି । ଡିପାର୍ଟମେଣ୍ଟ ମୁଖ୍ୟ  ମେକାନିକାଲର ମଧ୍ୟ ଗୁରୁତର ହୋଇଛନ୍ତି । କମ୍ପାନୀ ପକ୍ଷରୁ ସଠିକ ତଥ୍ୟ  ମିଳିପାରି ନାହିଁ ।

No comments:

COASTAL NEWS

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ ନମସ୍କାର। ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ଉପସ୍ତାପକ ଶ...