AFFILIATE MARKETING

https://binomo.com?a=90810425bb57&t=0

Sunday, June 25, 2023

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ



ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । 


ସେହିପରି ପରବର୍ତ୍ତୀ ୨ ଦିନରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୭ ଓ ୨୮ ତାରିଖ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...