AFFILIATE MARKETING

https://binomo.com?a=90810425bb57&t=0

Sunday, July 2, 2023

ବାହାନଗା ରେଳ ଦୁର୍ଘଟଣା : ରିଲେ ରୁମ୍‌ ଷ୍ଟାଫ୍‌ଙ୍କ ତ୍ରୁଟି ପାଇଁ ଘଟିଲା ଦୁର୍ଘଟଣା !

 ବାହାନଗା ରେଳ ଦୁର୍ଘଟଣା : ରିଲେ ରୁମ୍‌ ଷ୍ଟାଫ୍‌ଙ୍କ ତ୍ରୁଟି ପାଇଁ ଘଟିଲା ଦୁର୍ଘଟଣା !





 

ବାହାନଗା : ରିଲେ ରୁମରେ ତ୍ରୁଟି ପାଇଁ  ବାହାନଗା ରେଳ ଦୁର୍ଘଟଣା ଘଟିଲା ବୋଲି ତଦନ୍ତ ପରେ କମିଶନ ଅଫ ରେଲୱେ ସେଫ୍ଟି ରେଳ ବିଭାଗରେ ଦାଖଲ କରିଥିବା ରିପୋର୍ଟରୁ ଜଣାପଡ଼ିଛି। ରିପୋର୍ଟ ଅନୁସାରେ, ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫଙ୍କ ତ୍ରୁଟି ଯୋଗୁଁ ଏପରି ହୋଇଛି। ସିବିଆଇ ତଦନ୍ତ ଚାଲୁଥିବାରୁ ରିପୋର୍ଟକୁ ସାର୍ବଜନୀନ କରାଯାଇନାହିଁ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦୁର୍ଘଟଣାର ମାସେ ପରେ ପଦରୁ ହଟିଛନ୍ତି ଦକ୍ଷିଣ- ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ। ତାଙ୍କ ସ୍ଥାନରେ ଅନୀଲ କୁମାର ମିଶ୍ରଙ୍କୁ ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତି ଦେବାକୁ କ୍ୟାବିନେଟ ନିଯୁକ୍ତି ଅନୁମତି ଦେଇଛି ବୋଲି ଭାରତୀୟ ରେଳବାଇ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ପ୍ରକାଶ ଯେ, ବାହାନଗା ରେଳ ଦୁର୍ଘଟଣାରେ ୨୯୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ହଜାରେରୁ ଅଧିକ ଲୋକ ଆହତ ହୋଇଥିଲେ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...