AFFILIATE MARKETING

https://binomo.com?a=90810425bb57&t=0

Friday, July 21, 2023

ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ

 ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ




 

ସମ୍ବଲପୁରେ ଧାର୍ମିକ ଶୋଭାଯାତ୍ରା ବନ୍ଦ। ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ ନିଷ୍ପତ୍ତି ନିଆଯାଇଛି। ଧାର୍ମିକ ଶୋଭାଯାତ୍ରା ବନ୍ଦ ପାଇଁ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ କରାଯିବ ବୋଲି ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ସମ୍ବଲପୁର ଏସପି ମୁକେଶ ଭାମୁ ସୂଚନା ଦେଇଛନ୍ତି।


ବର୍ଷେ ପର୍ଯ୍ୟନ୍ତ ସମ୍ବଲପୁରରେ କୌଣସି ଧାର୍ମିକ ଅନୁଷ୍ଠାନ ବିଭିନ୍ନ ପର୍ବ ପର୍ବାଣୀ ସମୟରେ ଶୋଭାଯାତ୍ରା ବନ୍ଦ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବାରୁ ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ ଅନୁମତି ମିଳିପାରିବ ନାହିଁ। ବିଭିନ୍ନ ଥାନାର ଆଇଆଇସିମାନେ ସ୍ଥାନୀୟ ଅଞ୍ଚଳରେ ପର୍ବପର୍ବାଣୀ ପାଳନ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପଦକ୍ଷେପ ନେଇପାରିବେ ବୋଲି କୁହାଯାଇଛି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...