AFFILIATE MARKETING

https://binomo.com?a=90810425bb57&t=0

Thursday, July 27, 2023

ପୁଅ ସହ ମିଶି ସ୍ୱାମୀକୁ ଛୁରି ଭୁସି ହତ୍ୟା କଲା ସ୍ତ୍ରୀ

ପୁଅ ସହ ମିଶି ସ୍ୱାମୀକୁ ଛୁରି ଭୁସି ହତ୍ୟା କଲା ସ୍ତ୍ରୀ





ଭଦ୍ରକ : ପୁଅ ସହ ମିଶି ସ୍ୱାମୀକୁ ହତ୍ୟା । ପାରିବାରିକ କଳହରୁ ସ୍ୱାମୀକୁ ଛୁରି ଭୁସି ହତ୍ୟା କଲା ସ୍ତ୍ରୀ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବାଣିତିଆ ପଂଚାୟତ ମହଲା ସାହିରେ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ସୁରେଶ ମହଲା ।


ସୂଚନା ଅନୁଯାୟୀ ସୁରେଶ ଗାଁରେ ରହି କାମ କରୁଥିବାବେଳେ ସ୍ତ୍ରୀ ସଞ୍ଜୁଲତା ଦିଲ୍ଲୀରେ ରହି କାମ କରୁଥିଲେ । ଗତ ସପ୍ତାହେ ହେଲା ଗାଁକୁ ଆସିଥିଲେ । କାମ କରିବାକୁ ଆଉ ଦିଲ୍ଲୀକୁ ନଯିବାକୁ କହିଥିଲେ ସ୍ୱାମୀ ସୁରେଶ । ଏନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସଞ୍ଜୁଲତା ଓ ତାଙ୍କର ନାବାଳକ ପୁଅ ସୁରେଶଙ୍କୁ ଛୁରୀରେ ହତ୍ୟା କରିଥିଲେ। ଘଟଣା ପରେ ସ୍ତ୍ରୀ ଓ ପୁଅକୁ ଗଛରେ ବାନ୍ଧି ମାଡ ମାରିଛନ୍ତି ଗ୍ରାମବାସୀ । ପୋଲିସ ପହଂଚି ସ୍ତ୍ରୀ ଓ ପୁଅକୁ ଅଟକ ରଖିବା ସହ ତଦନ୍ତ କରୁଛି।

No comments:

COASTAL NEWS

RAHUL VS MODIJI

कृपया इस *अनुवादित पत्र* को अवश्य पढ़ें। बैंगलोर की एक लड़की ने एक खुला पत्र (राहुल गांधी पर सवाल उठाते हुए) अंग्रेजी में लिखा है...