AFFILIATE MARKETING

https://binomo.com?a=90810425bb57&t=0

Sunday, August 20, 2023

ଲଦାଖରେ ଭାରତୀୟ ସେନାର ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଯବାନଙ୍କ ମୃତ୍ୟୁ ଘଟିଛି

 COASTAL NEWS 436


ଲଦାଖରେ ଭାରତୀୟ ସେନାର ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଯବାନଙ୍କ ମୃତ୍ୟୁ ଘଟିଛି



ଲାଦାଖ୍ - ଲାଦାଖ ରେ ଭାରତୀୟ  ସେନାର ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ଜୁନିୟର କମିଶନ୍‌ଡ ଅଫିସର (ଜେସିଓ) ଅଛନ୍ତି।  

 ଲେହ ଠାରୁ ୧୫୦ କିଲୋମିଟର ଦୂର କିୟାରୀ ନିକଟରେ ଏହି ଘଟଣା ଘଟିଛି। ୧୦ ଜଣ ଯବାନଙ୍କୁ ନେଇ ଯାଉଥିବା ସେନାର ‌ଏହି ଟ୍ରକ୍ ରାସ୍ତାରୁ ଖସି ନଦୀରେ ପଡ଼ି ଯାଇଥିଲେ। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। 

ସେନାର ମୋଟ ୫ଟି ଗାଡ଼ି ସାଙ୍ଗ ହୋଇ ଯାଉଥିବା ବେଳେ ସେଥିରୁ ଏହି ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେନାର ଏହି ଗାଡ଼ି ଗୁଡ଼ିକ ମୋଟ ୩୪ ଜଣ ଯବାନଙ୍କୁ ନେଇ କାରୁରୁ କିୟାରୀ ଆସୁଥିଲେ। ତେବେ କିୟାରୀ ଠାରୁ ମାତ୍ର ୭ କିଲୋମିଟର ଦୂରରେ ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। 

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...