AFFILIATE MARKETING

https://binomo.com?a=90810425bb57&t=0

Thursday, August 17, 2023

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ--

 COASTAL NEWS 405

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ



ଭୁବନେଶ୍ବର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା। ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର,ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଚାରାରୋପଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...