AFFILIATE MARKETING

https://binomo.com?a=90810425bb57&t=0

Friday, August 18, 2023

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

 COASTAL NEWS ODIA 420

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ


 


ବାରିପଦା : ବାରିପଦା ମେଡିକାଲ କଲେଜରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଆଇସିୟୁ ଓ ୱାର୍ଡରେ ଥିବା ରୋଗୀଙ୍କୁ ସ୍ଥାନାନ୍ତର କରାଯାଉଛି। ଅଗ୍ନିକାଣ୍ଡ ପରେ ଅଞ୍ଚଳ ଧୂଆଁମୟ ହୋଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଜାରି ରଖିଛନ୍ତି। ବିଦ୍ୟୁତ ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ନେଇ ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇ ନାହିଁ ବୋଲି ସୂଚନା ମିଳିଛି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...