AFFILIATE MARKETING

https://binomo.com?a=90810425bb57&t=0

Friday, August 18, 2023

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ

 COASTAL NEWS Odia 419

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ନିଲମ୍ବିତ


 


ଢ଼େଙ୍କାନାଳ: ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଖଇରପଶି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତ୍ରିନାଥ ବିଶ୍ବାଳ ନିଲମ୍ବିତ ହୋଇଛନ୍ତି । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ପରେ ହିନ୍ଦୋଳ ଏସଡିପିଓ ମାମଲାର ତଦନ୍ତ କରିଥିଲେ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅନ୍ୟପକ୍ଷରେ ଅଭିଯୋଗକୁ ଖଣ୍ଡନ କରିବା ସହ ମିଥ୍ୟା ଆରୋପ ଲଗାଯାଇଥିବା କହିଛନ୍ତି ନିଲମ୍ବିତ ଶିକ୍ଷକ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...