AFFILIATE MARKETING

https://binomo.com?a=90810425bb57&t=0

Friday, August 25, 2023

ପୁରୀ ଟାଉନ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନ୍‌କାଉଣ୍ଟର

 COASTAL NEWS Odia 487

ପୁରୀ ଟାଉନ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନ୍‌କାଉଣ୍ଟର



ପୁରୀ - ପୁରୀ ଟାଉନ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନ୍‌କାଉଣ୍ଟର। ଲୋକନାଥ ମନ୍ଦିର ପଛ ଶଙ୍କରେଶ୍ୱର ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ପୁଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ହୋଇଛି। ପିନୁର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଦ୍ଦାନ୍ତ ପିନୁ ନାଁରେ ବିଭିନ୍ନ ଥାନାରେ ରହିଛି ୧୧ ମାମଲା ରହିଛି। ପୁଲିସ୍‌ ତା’ଠାରୁ ଗୋଟିଏ ପିସ୍ତଲ, ୨ଟି ଗୁଳି ସହ ବାଇକ ଜବତ ଜବତ କରିଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...