AFFILIATE MARKETING

https://binomo.com?a=90810425bb57&t=0

Sunday, August 20, 2023

ରୁଷର ମିଶନ ମୁନ ‘ଲୁନା-୨୫’ରେ ଯାନ୍ତ୍ରିକ ତ୍ରୁଟି

 COASTAL NEWS 440 

ରୁଷର ମିଶନ ମୁନ ‘ଲୁନା-୨୫’ରେ ଯାନ୍ତ୍ରିକ ତ୍ରୁଟି 



ରୁଷ - ରୁଷର ମିଶନ ମୁନ ‘ଲୁନା-୨୫’ରେ ଯାନ୍ତ୍ରିକ ତ୍ରୁଟି । ଏହି ସ୍ପେସ୍କ୍ରାପ୍ଟ ଅବତରଣ କରିବା ପୂର୍ବରୁ ଜରୁରୀକାଳିନ ସ୍ଥିତିର ସମ୍ମୁଖୀନ ହୋଇଥିବା ଜଣାପଡିଛି । ଏନେଇ ରୁଷିଆ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ଲୁନା ୨୫ର ବର୍ତ୍ତମାନ ସ୍ଥିତି କ’ଣ ରହିଛି ଏନେଇ ବୈଜ୍ଞାନିକମାନ ତଥ୍ୟ ସଂଗ୍ରହ ଜାରି ରଖିଛନ୍ତି । ମସ୍କୋ ଟାଇମ ଅନୁସାରେ ରାତି ୨ଟା ୧୦ ମିନିଟରେ ସ୍ପେସକ୍ରାପ୍ଟର କାର୍ଯ୍ୟ କରିବାରେ ବାଧା ସୃଷ୍ଟି ହୋଇଥିଲା ।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...