AFFILIATE MARKETING

https://binomo.com?a=90810425bb57&t=0

Sunday, August 27, 2023

ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର

 COASTAL NEWS Odia 512

ସମ୍ବଲପୁର ବିଶ୍ବବିଦ୍ୟାଳୟ ମହିଳା ପ୍ରଫେସରଙ୍କୁ ନିର୍ଯାତନା ଅଭିଯୋଗ: ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର



ସମ୍ବଲପୁର :  ସମ୍ବଲପୁର ବିଶ୍ବବିଦ୍ୟାଳୟ ମହିଳା ପ୍ରଫେସରଙ୍କୁ ନିର୍ଯାତନା ଅଭିଯୋଗ ଘଟଣାର କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର । ବିଶ୍ବବିଦ୍ୟାଳୟ କୁଳସଚିବ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ନଲମ୍ବନ କରିଛନ୍ତି।

ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର ମହିଳା ପ୍ରଫେସରଙ୍କୁ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା । ଏନେଇ ଭିସିଙ୍କୁ ଲିଖିତ ଅଭିଯୋଗ କରିଥିଲେ ମହିଳା ପ୍ରଫେସର । ଘଟଣାକୁ ଗୁରୁତର ସହ ନେଇଛନ୍ତି କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ ହୋଇଛି। ପୂର୍ବରୁ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ୨ମାସ ତଳେ ରଜତ କୁଜୁର ନିଲମ୍ବିତ ହୋଇଥିଲେ।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...