AFFILIATE MARKETING

https://binomo.com?a=90810425bb57&t=0

Thursday, August 17, 2023

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ଜୀବନ ଗଲା

 COASTAL NEWS 401

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ଜୀବନ ଗଲା

 


ବାଲିଗୁଡ଼ା,୧୬ା୮ : କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ନୂଆସାହିର ଆମ୍ବସାହିଠାରେ ବୁଧବାର ଅପରାହ୍ନରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ବାଲିଗୁଡ଼ା ନୂଆସାହିର ମାଧବ ବେହେରା ନାମକ ଜଣେ ଯୁବକ ତାଙ୍କ ଘରେ ଆଗରେ ରହୁଥିବା ଦେବରାଜ ବାଗ (୫୫) ନାମକ ଜଣେ ବୃଦ୍ଧଙ୍କୁ ଟାଙ୍ଗିଆରେ ମୁଣ୍ଡକୁ ଶକ୍ତ ପ୍ରହାର ଦେବାରୁ ସେଠାରେ ହିଁ ସେ ଟଳି ପଡ଼ିଥିଲେ। ସାହି ବାସିନ୍ଦା ସଙ୍ଗେ ସଙ୍ଗେ ବୃଦ୍ଧଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଚିକିତ୍ସା ନିମନ୍ତେ ଆଣିଥିଲେ। ସେଠାରେ କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ। ହତ୍ୟାର କାରଣ ସଠିକ ଜଣାପଡ଼ି ନ ଥିବା ବେଳେ କୌଣସି ବିଷୟକୁ ନେଇ ପୂର୍ବ ଶତ୍ରୁତା ଥିବା ସାହି ବାସିନ୍ଦାଙ୍କଠାରୁ ଜଣାପଡ଼ିଛି। ଖବର ପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ହତ୍ୟାକାରୀ ଯୁବକଙ୍କୁ ଅଟକ ରଖି ପଚରାଉଚରା କରିବା ସହ କେସ୍‌ ନଂ.୧୯୬ /୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ଥିବା ବିଷୟ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...