AFFILIATE MARKETING

https://binomo.com?a=90810425bb57&t=0

Sunday, August 27, 2023

କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

 COASTAL NEWS Odia 509

କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର 



ଭଦ୍ରକ - ଭଦ୍ରକ ଜିଲ୍ଲା ତିହିଡ଼ି ଥାନାର ଜଣେ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ତୋଫାନ ପାତ୍ର। ତାଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ। ସେ ଦୀର୍ଘ ଦିନ ହେଲା ତିହିଡ଼ି ଥାନାରେ କାର୍ଯ୍ୟ କରୁଥିଲେ।

କନଷ୍ଟେବଲ ତୋଫାନ ପାତ୍ରଙ୍କ ମୃତଦେହ ଥାନା ପରିସରରେ ଥିବା ତାଙ୍କ ସରକାରୀ ବାସଭବନରୁ ମିଳିଥିଲା। ସେ ବେକରେ ଶାଢ଼ୀ ବାନ୍ଧି ଝୁଲି ପଡ଼ିଥିଲେ। ତିହିଡ଼ି ପୁଲିସ ତାଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

କୁହାଯାଉଛି, ପାରିବାରିକ କଳହକୁ ନେଇ କନଷ୍ଟେବଲ ତୋଫାନ ପାତ୍ର ଆତ୍ମହତ୍ୟା କରିଛନ୍ତି। ତାଙ୍କ ପତ୍ନୀଙ୍କ ସହିତ ତାଙ୍କର ବିବାଦ ଲାଗି ରହିଥିଲା। ଉଭୟଙ୍କ ମଧ୍ୟରେ ପ୍ରତ୍ୟେକ ଦିନ ପାଟିତୁଣ୍ଡ ହେଉଥିଲା।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...