AFFILIATE MARKETING

https://binomo.com?a=90810425bb57&t=0

Monday, August 14, 2023

ଭାଜପା ବରିଷ୍ଠ ନେତା ତଥା ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଅସୁସ୍ଥ

 COASTAL NEWS 382


ଭାଜପା ବରିଷ୍ଠ ନେତା ତଥା ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଅସୁସ୍ଥ 



ନୂଆଦିଲ୍ଲୀ,୧୪।୮: ଭାଜପା ବରିଷ୍ଠ ନେତା ତଥା ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। କାର୍ଡିଓଲୋଜି ବିଭାଗରେରେ ସେ ଚିକିତ୍ସାଧୀନ ଥିବା ସୂଚନାମିଳିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି।

ସୂଚନା ଅନୁଯାୟୀ, କିଛି ଦିନ ପୂର୍ବରୁ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ।ପରେ ସେ ଦିଲ୍ଲୀ ଏମ୍ସ ଯାଇ ଆବଶ୍ୟକ ପରୀକ୍ଷା କରାଇଥିଲେ। ତାଙ୍କ ହାର୍ଟରେ ଏକାଧିକ ବ୍ଳକେଜ ଥିବା ପରୀକ୍ଷା ବେଳେ ଜଣାପଡ଼ିଥିଲା। ସେଥିପାଇଁ ଅପରେଶନ ଆବଶ୍ୟକ ବୋଲି ଡାକ୍ତର କହିଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ଏମ୍‌ପି ପୂଜାରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ବେଳେ ଅସ୍ତ୍ରୋପଚାର ଜରିଆରେ ତାଙ୍କ ହାର୍ଟରେ ୪ଟି ଷ୍ଟେଣ୍ଟ ଲଗାଯାଇଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...