AFFILIATE MARKETING

https://binomo.com?a=90810425bb57&t=0

Friday, August 18, 2023

ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ।

 COASTAL NEWS 416

ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ। 



ଭୁବନେଶ୍ବର - ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ। ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ ବୋଲି ଜଣାପଡ଼ିଛି। ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସିର ଧାରା ୨.୧, ୨.୨କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...