AFFILIATE MARKETING

https://binomo.com?a=90810425bb57&t=0

Tuesday, August 15, 2023

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

 COASTAL NEWS 386

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ



 

ଭୁବନେଶ୍ୱର,୧୫।୮: ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

ରାଜ୍ୟସ୍ତରୀୟ ପରେଡରେ ଏସ୍‌ଏସ୍‌ବି, ଓଏସ୍‌ଏପି, ଓଡ୍ରାଫ, ରାଜ୍ୟ ପୋଲିସ ବ୍ୟାଣ୍ଡ ସହିତ ଛତିଶଗ ପୋଲିସର ଏକ ଟିମ ସାମିଲ ହୋଇଛନ୍ତି । ପରେଡର ନେତୃତ୍ୱ ନେଇଛନ୍ତି ଆଇପିଏସ ଅଙ୍କିତ ବର୍ମା । ସ୍ବାଧୀନତା ଦିବସକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ମୋଟ ୧୫ ପ୍ଲାଟୁନ ପୋଲିସ ଫୋର୍ସ ଏବଂ ୧୦୦ ଜଣ ଅଫିସର ମୁତୟନ କରାଯାଇଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...