AFFILIATE MARKETING

https://binomo.com?a=90810425bb57&t=0

Thursday, August 31, 2023

ବର୍ଷେ ମଧ୍ୟରେ ଆସିବ ଡେଙ୍ଗୁ ଟିକା---   ନୂଆଦିଲ୍ଲୀ : ଏକ ବର୍ଷ ମଧ୍ୟରେ ଡେଙ୍ଗୁ ଟିକା ଆସିବ ବୋଲି ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ କମ୍ପାନୀ ସିରମ ଇନଷ୍ଟିଚ୍ୟୁଟର ଚେୟାରମ୍ୟାନ ସାଇରସ ପୁନାୱାଲା ଘୋଷଣା କରିଛନ୍ତି। ଏ ନେଇ ସିରମ ଇନଷ୍ଟିଚ୍ୟୁଟ ଟିକା ବିକଶିତ କରିବା ପାଇଁ ବ୍ୟବହାର କରୁଥିବା ଟେକ୍ନୋଲୋଜି ପାଇଁ ଆମେରିକାର ବାୟୋଟେକ୍ନୋଲୋଜି କମ୍ପାନୀ ଭିଷ୍ଟେରା ସହିତ ସହଯୋଗ କରିଛି। ପୁନାୱାଲା କହିଛନ୍ତି ଯେ, ଆଫ୍ରିକୀୟ ଦେଶ ଏବଂ ଭାରତରେ ଏହି ନୂତନ ଟିକାର ଅତ୍ୟନ୍ତ ଆବଶ୍ୟକତା ରହିଛି। ଏଠାରେ ଲକ୍ଷ ଲକ୍ଷ ଲୋକ ଏହି ରୋଗରେ ସଂକ୍ରମିତ ହେଉଛନ୍ତି। ବିକଶିତ ହେଉଥିବା ଟିକା ଡେଙ୍ଗୁର ୪ଟି ଷ୍ଟ୍ରେନ ଉପରେ ପ୍ରଭାବଶାଳୀ ହେବ। ଗୋଟିଏ ବର୍ଷ ମଧ୍ୟରେ, ଆମେ ଡେଙ୍ଗୁ ପାଇଁ ଏକ ଟିକା ପ୍ରସ୍ତୁତ କରିବୁ। ସିରମ ଇନଷ୍ଟିଚ୍ୟୁଟ ଦୀର୍ଘ ଦିନ ଧରି ଡେଙ୍ଗୁ ଟିକା ଉପରେ କାର୍ଯ୍ୟ କରିଆସୁଛି।

 COASTAL NEWS Odia 545

ବର୍ଷେ ମଧ୍ୟରେ ଆସିବ ଡେଙ୍ଗୁ ଟିକା



 

ନୂଆଦିଲ୍ଲୀ : ଏକ ବର୍ଷ ମଧ୍ୟରେ ଡେଙ୍ଗୁ ଟିକା ଆସିବ ବୋଲି ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ କମ୍ପାନୀ ସିରମ ଇନଷ୍ଟିଚ୍ୟୁଟର ଚେୟାରମ୍ୟାନ ସାଇରସ ପୁନାୱାଲା ଘୋଷଣା କରିଛନ୍ତି। ଏ ନେଇ ସିରମ ଇନଷ୍ଟିଚ୍ୟୁଟ ଟିକା ବିକଶିତ କରିବା ପାଇଁ ବ୍ୟବହାର କରୁଥିବା ଟେକ୍ନୋଲୋଜି ପାଇଁ ଆମେରିକାର ବାୟୋଟେକ୍ନୋଲୋଜି କମ୍ପାନୀ ଭିଷ୍ଟେରା ସହିତ ସହଯୋଗ କରିଛି। ପୁନାୱାଲା କହିଛନ୍ତି ଯେ, ଆଫ୍ରିକୀୟ ଦେଶ ଏବଂ ଭାରତରେ ଏହି ନୂତନ ଟିକାର ଅତ୍ୟନ୍ତ ଆବଶ୍ୟକତା ରହିଛି। ଏଠାରେ ଲକ୍ଷ ଲକ୍ଷ ଲୋକ ଏହି ରୋଗରେ ସଂକ୍ରମିତ ହେଉଛନ୍ତି। ବିକଶିତ ହେଉଥିବା ଟିକା ଡେଙ୍ଗୁର ୪ଟି ଷ୍ଟ୍ରେନ ଉପରେ ପ୍ରଭାବଶାଳୀ ହେବ। ଗୋଟିଏ ବର୍ଷ ମଧ୍ୟରେ, ଆମେ ଡେଙ୍ଗୁ ପାଇଁ ଏକ ଟିକା ପ୍ରସ୍ତୁତ କରିବୁ। ସିରମ ଇନଷ୍ଟିଚ୍ୟୁଟ ଦୀର୍ଘ ଦିନ ଧରି ଡେଙ୍ଗୁ ଟିକା ଉପରେ କାର୍ଯ୍ୟ କରିଆସୁଛି।

#public #cuttack #Kendrapara #AUL#Odisha #jajpur #Bhadraknews #berhampurnews#news #news #Bhadraknews #kendraparanews #rourkelanews #PuriNews#berhampurnews #PuriNews #berhampurnews #ମେଡିକାଲ #publichealth #health #sundaragarh 

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...