AFFILIATE MARKETING

https://binomo.com?a=90810425bb57&t=0

Sunday, August 27, 2023

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

 COASTAL NEWS Odia 507

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

 


ଭୁବନେଶ୍ୱର : ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ ୨ରୁ ଊର୍ଦ୍ଧ୍ୱ ବିଳାସମୟ ଘର ଜବତ କରିସାରିଛି । ଅନ୍ୟପକ୍ଷରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପାଇଁ ମଧ୍ୟ ଗୋଲ୍ଡେନ ବାବା ୱାଣ୍ଟେଡ ଅଛନ୍ତି। ଓଡିଶାର ବ୍ୟବସାୟୀମାନଙ୍କୁ ଲୋନ ଦେବା ନାଁରେ ୫.୫୦ କୋଟି ଟଙ୍କା ପ୍ରତାରଣ କରିଛନ୍ତି । ଏହି ଠକେଇ ଘଟଣାରେ ଇଡି ବାବାଙ୍କ ବିରୋଧରେ ବେଆଇନ ଅର୍ଥ କାରବାର ଦିଗକୁ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...