AFFILIATE MARKETING

https://binomo.com?a=90810425bb57&t=0

Saturday, August 26, 2023

ପ୍ରଫେସରଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା

 COASTAL NEWS Odia 502

ପ୍ରଫେସରଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା

ପ୍ରଫେସରଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା


 

ସମ୍ବଲପୁର : ସମ୍ବଲପୁର ବିଶ୍ବବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ସେହି ବିଭାଗର ଜଣେ ମହିଳା ଅଧ୍ୟାପିକା । ସୂଚନା ଅନୁସାରେ, ମହିଳା ଅଧ୍ୟାପିକାଙ୍କୁ ସେହି ବିଭାଗର ପ୍ରଫେସର ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଛନ୍ତି। ଘଟଣାକୁ ଗୁରୁତର ସହ ନେଇଛନ୍ତି କୁଳପତି। ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ ହୋଇଛି। ଅଭିଯୋଗ ପରେ ତାଙ୍କ ନାଁରେ ଷଡଯନ୍ତ୍ର କରାଯାଇଛି ବୋଲି କହିଛନ୍ତି ଆସିଷ୍ଟାଣ୍ଟ ପ୍ରଫେସର କୁଜୁର୍। ଏହା ସଂପୂର୍ଣ୍ଣ ମିଛ ଏବଂ ଏ ନେଇ ଆସନ୍ତାକାଲି ପକ୍ଷ ରଖିବେ ବୋଲି କହିଛନ୍ତି ରଜତ କୁଜୁର।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...