AFFILIATE MARKETING

https://binomo.com?a=90810425bb57&t=0

Thursday, August 10, 2023

ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡା ଥାନାରେ ଅଟକ ସୂଚନା

 ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡା ଥାନାରେ ଅଟକ ସୂଚନା 



ବଲାଙ୍ଗୀର: ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ରଣ୍ଡା ଉଚ୍ଚବିଦ୍ୟାଳୟର ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡାଙ୍କୁ ପୁଲିସ ଅଟକ ରଖିଥିବା ସୂଚନା ମିଳିଛି। ସୂଚନା ଯେ, ମୃଣ୍ମୟୀଙ୍କ ସହ ୪ଜଣ ଶିକ୍ଷକ ନକଲି ସାର୍ଟିଫିକେଟରେ ଚାକିରି କରିଥିବାନେଇ ଟାଉନଥାନାରେ ଅଭିଯୋଗ କରିଥିଲେ ଜିଲା ଶିକ୍ଷାଧିକାରୀ । ଅଭିଯୋଗ ଆଧାରରେ ମୃଣ୍ମୟୀଙ୍କୁ ଥାନାରେ ଅଟକ ରଖାଯାଇଛି। ୨୦୧୩ ମସିହାରୁ ଗତ ୧୦ ବର୍ଷ ଧରି ନକଲି ବିଇଡି ସାର୍ଟିଫିକେଟରେ ମୃଣ୍ମୟୀ ଚାକିରି କରିଥିବା ଅଭିଯୋଗ ହୋଇଛି I ମୃଣ୍ମୟୀ ପ୍ରଦାନ କରିଥିବା ସାର୍ଟିଫିକେଟ ଅନୁସାରେ ଗୋଟିଏ ବର୍ଷରେ ସେ ଯୁକ୍ତ ଦୁଇ ଓ ହିନ୍ଦୀ ଟିଚର୍ସ ଟ୍ରେନିଂ ପାସ କରିଥିଲେ ବୋଲି ଜିଲା ଶିକ୍ଷା ବିଭାଗ ମାମଲାର ତଦନ୍ତ କରି ସତ ଜାଣିବାକୁ ପାଇଛି । ଏହି ମାମଲାରେ ଅନ୍ୟ ତିନି ନକଲି ଶିକ୍ଷକ ଫେରାର ଅଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...