AFFILIATE MARKETING

https://binomo.com?a=90810425bb57&t=0

Saturday, September 9, 2023

ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ, ୩୭୧ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

 COASTAL NEWS Odia 649

ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ, ୩୭୧ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ





ନୂଆଦିଲ୍ଲୀ : ଟିଡିପି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ । ତାଙ୍କୁ ଆନ୍ଧ୍ରପ୍ରଦେଶ ସିଆଇଡି ପୋଲିସ ଗିରଫ କରିଛି । ୩୭୧ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଏହି ମାମଲାରେ ପୂର୍ବରୁ ୮ ଜଣ ଗିରଫ ହୋଇଥିଲେ । ଆନ୍ଧ୍ରପ୍ରଦେଶର ଶାସକ ଦଳ ୱାଇଏସଆରସିପି ଚନ୍ଦ୍ରବାବୁ ନାଇଡୁଙ୍କ ଗିରଫଦାରୀ ନେଇ ଦାବି କରିଥିଲା ।

ଗତକାଲି ରାତିରେ ଚନ୍ଦ୍ରବାବୁ ନାଇଡୁଙ୍କୁ ତାଙ୍କ ନନ୍ଦୟାଲ ସ୍ଥିତ ବାସଭବନରୁ ଗିରଫ କରିଛି ସିଆଇଡି ପୋଲିସ । ଗିରଫ ପୂର୍ବରୁ ସେଠାରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା । ବିରୋଧ କରିଥିଲେ ଟିଡିପି କର୍ମୀ । ବ୍ୟାପକ ପୋଲିସ ଫୋର୍ସ ପହଞ୍ଚିଥିଲେ ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...