AFFILIATE MARKETING

https://binomo.com?a=90810425bb57&t=0

Saturday, September 2, 2023

କାଇ ଚଟଣି କୁ ଜି ଆଇ ଟ୍ୟାଗ

 COASTAL NEWS Odia 574

କାଇ ଚଟଣି କୁ ଜି ଆଇ ଟ୍ୟାଗ




ଭୁବନେଶ୍ବର - ଓଡ଼ିଶାର ଆଉ ୨ ସାମଗ୍ରୀକୁ ମିଳିବ ଜିଆଇ ଟ୍ୟାଗ ମାନ୍ୟତା। ମୟୂରଭଞ୍ଜ ଜିଲ୍ଲାର କାଇ ଚଟଣୀ ଓ ନୟାଗଡ଼ ଜିଲ୍ଲା କଣ୍ଟିଲୋ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିବ ଜିଆଇ ଟ୍ୟାଗ ମାନ୍ୟତା।

ମୟୂରଭଞ୍ଜ ଜିଲ୍ଲା ଆଦିବାସୀ ମାନଙ୍କ ପ୍ରମୁଖ ଖାଦ୍ୟ କାଇ ଚଟଣୀକୁ ଜିଆଇ ମାନ୍ୟତା ପାଇଁ ଯଶିପୁର କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓୟୁଏଟି ମାଧ୍ୟମରେ ଆବେଦନ କରାଯାଇଥିଲା।  ଏବେ ଜିଆଇ ଟ୍ୟାଗ ମାନ୍ୟତା ନେଇ କେନ୍ଦ୍ର ସରକାରଙ୍କ ଜିଓଗ୍ରାଫିକାଲ ଆଇଡେଣ୍ଟିଫିକେସନ ଜର୍ନାଲରେ ପ୍ରକାଶିତ ହୋଇଛି। କାଇ ଚଟଣୀରେ ବହୁ ଔଷଧୀୟ ଗୁଣ ରହିଥିବା ଦାବି କରି ଆସୁଛି ମୟୂରଭଞ୍ଜ କାଇ ସୋସାଇଟି।



No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...