AFFILIATE MARKETING

https://binomo.com?a=90810425bb57&t=0

Monday, September 18, 2023

ଓଡ଼ିଶାର ରାଜପଥରୁ ହଟିବ ୩୫ ଟୋଲଗେଟ

COASTAL NEWS Odia 780
ସରକାର କଲେ ବଡ଼ ଘୋଷଣା: 
ଓଡ଼ିଶାର ରାଜପଥରୁ ହଟିବ ୩୫ ଟୋଲଗେଟ



ସମସ୍ତ ୩୫ ଟୋଲ ଗେଟ ରଦ୍ଦ କରିଦିଆଯିବ

ଭୁବନେଶ୍ବର - ( ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି) ଯାନବାହାନ ଚଳାଚଳ ଅସୁବିଧାକୁ ଦୃଷ୍ଟିରେ ରଖି ମୁକ୍ତ ଚଳାଚଳ ଯୋଗାଇବା ଏବଂ ସାରା ରାଜ୍ୟରେ ରାସ୍ତାରେ ଯାତାୟାତରେ ଅସୁବିଧା ନହେବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ରାଜରାସ୍ତରୁ ହଟିବ ଟୋଲଗେଟ। ନିର୍ମାଣ ବିଭାଗ ଓ ଓଡିଶା ବିଲ୍ଡିଂ ଏବଂ ସିଭିଲ୍ କନଷ୍ଟ୍ରକସନ  ଲିମିଟେଡ ଦ୍ବାରା ପରିଚାଳିତ ତଥା ଆରଡି ବିଭାଗ ଅଧିନରେ ଥିବା ସମସ୍ତ ୩୫ ଟୋଲ ଗେଟ ରଦ୍ଦ କରିଦିଆଯିବା। ଏହାଦ୍ବାରା ସଡ଼କ ପଥରେ ମୁକ୍ତ ଯାତାୟତ ହୋଇପାରିବ। ଏନେଇ ନିର୍ମାଣ ବିଭାଗ  ତରଫରୁ ଗତକାଲି ଏକ ବିଧିବଦ୍ଧ ବିଜ୍ଞପ୍ତି ଦ୍ବାରା ସୂଚନା ଦିଆଯାଇଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...