AFFILIATE MARKETING

https://binomo.com?a=90810425bb57&t=0

Thursday, September 28, 2023

ନିଖୋଜ କାନାରା ବ୍ୟାଙ୍କ ମ୍ୟାନେଜର୍‌ ତପନ ସାହୁଙ୍କ ମିଳିଲା ପତ୍ତା

COASTAL NEWS ODIA 928

ନିଖୋଜ କାନାରା ବ୍ୟାଙ୍କ ମ୍ୟାନେଜର୍‌ ତପନ ସାହୁଙ୍କ ମିଳିଲା ପତ୍ତା



କଟକ : ଭଞ୍ଜ ବିହାରୀ ମହାନ୍ତି - ବଡ଼ମ୍ବା କାନାରା ବ୍ୟାଙ୍କ ମ୍ୟାନେଜର୍‌ ତପନ ସାହୁଙ୍କ ପତ୍ତା ମିଳିଲା। ଗଞ୍ଜାମ ଜିଲ୍ଲା ଗିରିଶୋଲା ନିକଟରେ ତପନଙ୍କୁ ଧରିଲା ପୋଲିସ୍। ବ୍ୟାଙ୍କ ମ୍ୟାନେଜର ନିଖୋଜ ନେଇ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମୋବାଇଲ୍‌ ଟ୍ରାକ୍‌ କରି ତପନଙ୍କୁ ଧରିବାରେ ସଫଳ ହୋଇଛି। ପୋଲିସ ତାଙ୍କୁ ଅଧିକ ପଚରାଉଚରା କରୁଛି।

ସୂଚନାଯୋଗ୍ୟ ଯେ, ତପନଙ୍କ ଘର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରେ। ସୋମବାର ସେ ବାଙ୍କୀ କଳାପଥରରୁ ବଡ଼ମ୍ବା ଆସୁଥିବା ସମୟରେ ବାଟରେ କେଉଁଠି ନିଖୋଜ ହୋଇଯାଇଥିଲେ । କଟକ ଜିଲ୍ଲା ବଡ଼ମ୍ବା କାନାରା ବ୍ୟାଙ୍କ ବ୍ରାଞ୍ଚ ମ୍ୟାନେଜର ତପନ ସାହୁ ନିଖୋଜ ନେଇ ବୈଦେଶ୍ବର ଥାନାରେ ଏତଲା ଦିଆଯାଇଥିଲା ।

No comments:

COASTAL NEWS

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ ନମସ୍କାର। ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ଉପସ୍ତାପକ ଶ...