AFFILIATE MARKETING

https://binomo.com?a=90810425bb57&t=0

Friday, September 1, 2023

୩୦ ଟି ଜିଲ୍ଲା ଗସ୍ତ ଶେଷ କରିବାକୁ ଯାଉଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ।

 COASTAL NEWS Odia 554

୩୦ ଟି ଜିଲ୍ଲା ଗସ୍ତ ଶେଷ କରିବାକୁ ଯାଉଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ।



ଯାଜପୁର : ଯାଜପୁର ଜିଲ୍ଲା ଗସ୍ତ ସହିତ ଓଡ଼ିଶାର ୩୦ ଟି ଜିଲ୍ଲା ଗସ୍ତ ଶେଷ କରିବାକୁ ଯାଉଛନ୍ତି ଫାଇଭ ଟି ସଚିବ ଭି କେ ପାଣ୍ଡିଆନ। ଯାଜପୁର ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ବଡ଼ଚଣା ନିର୍ବାଚନ ମଣ୍ଡଳୀର ଚଣ୍ଡିଖୋଲ ବି ବି କଲେଜ ପଡ଼ିଆରେ ପହଁଚି ସାଧାରଣ ଲୋକଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ଏହାପରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଧର୍ମଶାଳା ମହୋତ୍ସବ ପଡ଼ିଆରେ ସାଧାରଣ ଅଭିଯୋଗ ଶୁଣିଥିଲେ। ଏହାପରେ ବିଂଝାରପୁର ନିର୍ବାଚନ ମଣ୍ଡଳୀ ଯାଇ ବରୁଣେଶ୍ୱର ମନ୍ଦିର ବୁଲିବା ସହିତ ବରୁଣେଶ୍ୱର ପଡ଼ିଆରେ ସାଧାରଣ ଲୋକଙ୍କ ସହିତ ଆଲୋଚନା କରିଥିଲେ। ଦ୍ୱିତୀୟ ଦିନର ଶେଷ କାର୍ଯ୍ୟକ୍ରମ ଭାବେ ଯାଜପୁର ନିର୍ବାଚନ ମଣ୍ଡଳୀର ପ୍ରଶାସନିକ ଏନକ୍ଲେଭରେ ପହଞ୍ଚିଛନ୍ତି। ଏଠି ମଧ୍ୟ ସାଧାରଣ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିବା ସହିତ ଆଜି ଯାଜପୁର ସର୍କିଟ ହାଉସରେ ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି।



No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...