AFFILIATE MARKETING

https://binomo.com?a=90810425bb57&t=0

Monday, September 18, 2023

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

COASTAL NEWS Odia 792
ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ; ଡିସେମ୍ବର ଯାଏ ସମୟ ନେଲେ ସରକାର


 
ଭୁବନେଶ୍ବର: ( ରିପୋର୍ଟର ଭଞ୍ଜ ବିହାରୀ ମହାନ୍ତି ) ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକ ଆନ୍ଦୋଳନ। ଆନ୍ଦୋଳନକୁ ସ୍ଥଗିତ ରଖାଯିବାକୁ ନିଷ୍ପତ୍ତି ନିଆଯାଇଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି। 

ଶେଷରେ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକରେ ଶିକ୍ଷକ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ସଂଘ ପକ୍ଷରୁ କୁହାଯାଇଛି। ବୈଠକରେ ଦାବୀ ପୂରଣ ପାଇଁ ସରକାର ଡିସେମ୍ବର ଯାଏ ସମୟ ମାଗିଛନ୍ତି। ଏହି ସମୟ ଅବଧି ମଧ୍ୟରେ ଦାବୀ ପୂରଣ ହେବ ବୋଲି ସରକାର ପ୍ରତିଶ୍ରୁତି ଦେଇଥିବା ମହାସଚିବ ସୂଚନା ଦେଇଛନ୍ତି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...