AFFILIATE MARKETING

https://binomo.com?a=90810425bb57&t=0

Wednesday, September 13, 2023

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

 COASTAL NEWS Odia 696

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ




ଭୁବନେଶ୍ବର -ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀରୁ ତଳଚେର ମଧ୍ୟରେ ଟ୍ରାଏଲ ରନ୍ କରାଯାଇଛି। ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରିଛି ଏକ୍ସପ୍ରେସ। ଦିନ ୧୨ଟା ରେ ତାଳଚେରରେ ପହଞ୍ଚିବ ଟ୍ରେନ୍। ତାଳଚେର ରୋଡ୍ ଯାଇ ପୁଣି ପୁରୀ ଫେରିବ ଟ୍ରେନ୍। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ବର, କଟକ ଓ ଢେଙ୍କାନାଳ ଷ୍ଟେସନରେ ମାତ୍ର ୨ଟି ମିନିଟ୍ ଲେଖାଏ ଟ୍ରେନ୍ ରହିବ। ଚଳିତ ବର୍ଷ ମେ ୧୮ ତାରିଖରେ ପୁରୀରୁ ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍କପ୍ରେସ। ।



No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...