AFFILIATE MARKETING

https://binomo.com?a=90810425bb57&t=0

Friday, September 1, 2023

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ

 COASTAL NEWS Odia 565

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ



ବାଙ୍କୀ  : ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ। ହାତରେ ଖଣ୍ଡା, ହାତୁଡି ଧରି ରାସ୍ତାରେ ବୁଲୁଛନ୍ତି। ଲୋକଙ୍କୁ ଭୟଭୀତ କରୁଛନ୍ତି । କଟକ ଜିଲ୍ଲା ବାଙ୍କୀ ବଜାରରେ ଆତଙ୍କରାଜ ଚଳାଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ତାଙ୍କ ନାଁ ସରୋଜ ଦାସ ଓ ଘର ହରିରାଜପୁର ଗାଁରେ ବୋଲି ଜଣାପଡିଛି।

ହାତରେ ଅଭିଯୋଗପତ୍ର ସହିତ ପୋଲିସ୍ କର୍ମଚାରୀଙ୍କୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ ଖଣ୍ଡା ବୁଲାଉଛନ୍ତି । କାବୁ କରିବା ପାଇଁ ଯିବା ବେଳେ ପୋଲିସକୁ ଆକ୍ରମଣ କରୁଛନ୍ତି ।

ପ୍ରାୟ ୨ ଘଣ୍ଟା ହେବ ନାକେଦମ୍ କଲେଣି ସରୋଜ। ପୂର୍ବରୁ କଲେଜ ପାଖ ଏସବିଆଇ ଏଟିଏମ୍ କାଉଣ୍ଟର ଭଙ୍ଗାରୁଜା କରିଥିଲେ । ତେବେ ସେ ଏମିତି କାହିଁକି କରୁଛନ୍ତି ପ୍ରକୃତ କାରଣ ଜଣା ପଡିନି ।



No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...