AFFILIATE MARKETING

https://binomo.com?a=90810425bb57&t=0

Saturday, September 2, 2023

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

 COASTAL NEWS Odia 582

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ


 


ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଯାଇଛି। ଦିଗପହଣ୍ଡିର ବର୍ତ୍ତମାନ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଆଉ ନାହାନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ। ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବୟସରେ ପରଲୋକ ହୋଇଛି। ‘ସୂର୍ଯ୍ୟ ପାତ୍ର’ ଓ ‘ଆନ୍ନା’ ଭାବେ ଜଣାଶୁଣା ସୂର୍ଯ୍ୟନାରାୟଣ ପାତ୍ର ରାଜ୍ୟରେ ମନ୍ତ୍ରୀ, ବାଚସ୍ପତି ଏବଂ ବିଜେଡି ଦଳର ବିଭିନ୍ନ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରି ପ୍ରଶଂସିତ ହୋଇଛନ୍ତି।

#public #cuttack #Kendrapara #AUL#Odisha #jajpur #Bhadraknews #berhampurnews #news #Bhadraknews #kendraparanews #rourkelanews #PuriNews #ସମ୍ବଲପୁର୍ #Dhenkanal #Jagatsinghpur #Bhubaneswar #Baleswar 

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...