AFFILIATE MARKETING

https://binomo.com?a=90810425bb57&t=0

Saturday, October 21, 2023

ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ିହେଲା ଆଉ ୫ ନୂଆ ସହର

COASTAL NEWS ODIA 1197

ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ିହେଲା ଆଉ ୫ ନୂଆ ସହର



ଭୁବନେଶ୍ବର - (CNO) ଭଞ୍ଜ ବିହାରୀ ମହାନ୍ତି - ୫ ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’। ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ିହେଲା ଆଉ ୫ ନୂଆ ସହର। ଲୋକସେବା ଭବନରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଇରଙ୍ଗପୁର, ବୀରମିତ୍ରପୁର, ରାଜଗାଙ୍ଗପୁର, ଚମ୍ପୁଆ ଓ ନିମାପଡ଼ାରେ ଡ୍ରିଙ୍କ ଫ୍ରମ ଟ୍ୟାପର ଶୁଭାରମ୍ଭ କରାଯାଇଛି।

ସମଗ୍ର ୫ ସହରରେ ମିଳିବ ୨୪ ଘଣ୍ଟିଆ ପାନୀୟ ଜଳ। ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ ଯୋଗାଣ କରାଯିବ। ଏହାଦ୍ବାରା ୧୨ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ୨୦୨୦ ସେପ୍ଟେମ୍ବରରେ ଆରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନା।

No comments:

COASTAL NEWS

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ

ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-୧ର ଲଞ୍ଚ୍‌ ସଫଳ ସ୍କାଏରୁଟ୍‌ ଏରୋସ୍ପେଶ ପକ୍ଷରୁ ନିର୍ମିତ ବିକ୍ରମ-୧କୁ ଲଞ୍ଚ କଲା ଇସ୍ରୋ ସ୍କାଏରୁଟ୍‌ ଏରୋସ୍ପେଶ ଟିମ୍‌ କୁ ଶୁଭେଚ୍ଛ...