AFFILIATE MARKETING

https://binomo.com?a=90810425bb57&t=0

Tuesday, October 3, 2023

ଯାତ୍ରୀବାହୀ ବସ୍ ବ୍ରିଜ ଉପରେ ଝୁଲି ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ

COASTAL NEWS ODIA 993

ଯାତ୍ରୀବାହୀ ବସ୍ ବ୍ରିଜ ଉପରେ ଝୁଲି ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ



ବାଙ୍କୀ - ଭଞ୍ଜ ବିହାରୀ ମହାନ୍ତି - କଟକ ଜିଲ୍ଲା ବାଙ୍କୀର ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ଆଜି ଘଟିଛି ଏକ ଭୟଙ୍କର ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ର ସାଇଡ୍‌ ୱାଲ୍‌କୁ ଧକ୍କା ଦେଇ ଆଗକୁ ମାଡ଼ି ଯାଇଥିଲା। ତେବେ ବସ୍‌ଟି ମହାନଦୀରେ ପଡ଼ି ନଥିଲା। ବସ୍‌ଟି ବ୍ରିଜ୍‌ ଉପରେ ଝୁଲି ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ ଆସିଥିଲେ।

ବସ୍‌ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। କେମିତି ଏଭଳି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନାହିଁ। କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...