AFFILIATE MARKETING

https://binomo.com?a=90810425bb57&t=0

Friday, October 20, 2023

ଗଜପତି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବାର ଶୁଭାରମ୍ଭ

COASTAL NEWS ODIA 1194

ଗଜପତି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବାର ଶୁଭାରମ୍ଭ



ଗଜପତି - (CNO) ଭଞ୍ଜ ବିହାରୀ ମହାନ୍ତି - ଗଜପତି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବାର ଶୁଭାରମ୍ଭ । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୭ଟି ବ୍ଲକରେ ବସ୍ ସେବା ଯୋଗାଇବ । ପ୍ରଥମ ପର୍ଯ୍ୟାୟରେ ସରକାର ୩୬ଟି ବସ୍ ଯୋଗାଇଛନ୍ତି । 

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାଲକାନଗିରି ପରେ ଗଜପତିରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଛି । ଏହି ସେବା ୭ଟି ବ୍ଲକର ୧୨୬ ପଞ୍ଚାୟତରେ ମିଳିବ । ଏହି ସବୁ ପଞ୍ଚାୟତରେ ବିକାଶର ଧାରା ଆରମ୍ଭ ହେବ । ଯୋଗାଯୋଗ ବିକାଶର ଆଧାର । ସାରା ରାଜ୍ୟରେ ହଜାରରୁ ଅଧିକ ଲକ୍ଷ୍ମୀ ବସ୍ ଚାଲିବ ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...