AFFILIATE MARKETING

https://binomo.com?a=90810425bb57&t=0

Friday, October 6, 2023

ଟଙ୍କା ମାଗିଥିଲେ, ଦେଲେନି ବୋଲି ଭଉଣୀକୁ ଗୁଳି କରି ହତ୍ୟା କଲା ଭାଇ

COASTAL NEWS ODIA 1037

ଟଙ୍କା ମାଗିଥିଲେ, ଦେଲେନି ବୋଲି ଭଉଣୀକୁ ଗୁଳି କରି ହତ୍ୟା କଲା ଭାଇ



କେନ୍ଦୁଝର : ଭଞ୍ଜ ବିହାରୀ ମହାନ୍ତି - ଘରୋଇ କଳିରୁ ଭଉଣୀକୁ ଗୁଳି ମାରିଲା ଭାଇ । କେନ୍ଦୁଝର ପାଣ୍ଡପଡା ଥାନା ସୋମଗିରି ଗ୍ରାମରେ ଘଟିଛି ଏ ଘଟଣା। ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି ମାରି ଥାନାରେ ଆତ୍ମସମର୍ପଣ କଲା ଭାଇ । ଗୁରୁତର ଭଉଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି  କରାଯାଇଥିଲା କିନ୍ତୁ ସେଠାରେ ସେ ମୃତ୍ୟୁବରଣ କରିଛନ୍ତି ।

ମିଳିଥିବା ସୂଚନା ଆଧାରରେ  ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଏକ କମ୍ପାନୀରେ ଗନ ମ୍ୟାନ ଭାବେ କାର୍ଯ୍ୟ କରେ । ପ୍ରସନ୍ନର ଦେହ ଖରାପ ଥିବାରୁ ସେ ତାର ଭଉଣୀ ମାଳତୀ ବାରିକକୁ ଟଙ୍କା ମାଗିଥିଲା । ସେ ନଦେବାରୁ ଭାଇ ପ୍ରସନ୍ନ ଉତକ୍ଷିପ୍ତ ହୋଇ ଭଉଣୀକୁ ନିଜ ବନ୍ଧୁକରୁ ଗୁଳି କରିଥିଲା । ଗୁଳିଟି ତଙ୍କର କାନ୍ଧ ତଳେ ବାଜି ଥିବାରୁ ଭଉଣୀ ମାଳତୀ ମୃତ୍ୟୁବରଣ କରିଛି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...