AFFILIATE MARKETING

https://binomo.com?a=90810425bb57&t=0

Saturday, October 14, 2023

ଆଜିର ରାଶିଫଳ

COASTAL NEWS ODIA 1145


*🌹🌼👉ମହାବୀର ପଞ୍ଜିକା👈🌼🌹*
 *✧═════•❁❀❁•═════✧*   
 ଅକ୍ଟୋବର ମାସ ୧୫ ତାରିଖ ୨୦୨୩ ମସିହା(ରବିବାର)
*═✧*══•❁❀❁•═════✧
 *ଡ:ବାୟୁନନ୍ଦନ ମିଶ୍ର*  
*✧═════•❁❀❁•═════✧*  
*🌼🌹꧁ ଆଜିର ରାଶିଫଳ꧂🌹🌼*
        *✧═════•❁❀❁•═════✧*



*🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* 
*✧═════•❁❀❁•═════✧*
 *🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* 
*✧═════•❁❀❁•═════✧*
*🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।* 
*✧═════•❁❀❁•═════✧*
 *🌹କର୍କଟ🌹👉: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।* 
*✧═════•❁❀❁•═════✧*
 *🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।* 
*✧═════•❁❀❁•═════✧*
 *🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*
*✧═════•❁❀❁•═════✧*
 *🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।* 
*✧═════•❁❀❁•═════✧*
 *🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।* 
*✧═════•❁❀❁•═════✧*
 *🌹ଧନୁ🌹👉: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।* 
*✧═════•❁❀❁•═════✧*
 *🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।* 
*✧═════•❁❀❁•═════✧*
 *🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।* 
*✧═════•❁❀❁•═════✧*
  *🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*
*✧═════•❁❀❁•═════✧*

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...