AFFILIATE MARKETING

https://binomo.com?a=90810425bb57&t=0

Friday, October 6, 2023

ରାଜଧାନୀରେ ଘରୋଇ ମେଡିକାଲ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା

COASTAL NEWS ODIA 1035

ରାଜଧାନୀରେ ଘରୋଇ ମେଡିକାଲ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା


 
ଭୁବନେଶ୍ୱର : ଭଞ୍ଜ ବିହାରୀ ମହାନ୍ତି - ଘରୋଇ ମେଡିକାଲ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା। ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ ଶୁକ୍ରବାର ଖବର ମିଳିଛି। ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅପମୃତ୍ୟୁ ମାମଲା ରୁଜୁ କରିଛିା ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି ହୋଇଥିବା ବେଳେ ଖବର ପାଇ ପରିବାର ଲୋକେ ପହଞ୍ଚିଛନ୍ତି। ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଭରତପୁର ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...