AFFILIATE MARKETING

https://binomo.com?a=90810425bb57&t=0

Monday, October 2, 2023

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର ହୋଇପାରୁ ନାହାନ୍ତି ୬୦ ଯାତ୍ରୀ

COASTAL NEWS ODIA 979

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର ହୋଇପାରୁ ନାହାନ୍ତି ୬୦ ଯାତ୍ରୀ




ଚିଲିକା  : ଭଞ୍ଜ ବିହାରୀ ମହାନ୍ତି - ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ । କୃଷ୍ଣପ୍ରସାଦ ଓ ଚିଲିକା ମଝିରେ ଏକ ଯାତ୍ରୀବାହୀ ଡଙ୍ଗା ଫସିଯାଇଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ ଚିଲିକା ସାତପଡାରୁ ଜହ୍ନିକୁଦା ପଟକୁ ଯାଉଥିଲା । ଡଙ୍ଗାଟି ଯାନ୍ତ୍ରିକ ତୃଟିଯୋଗୁଁ ସମୁଦ୍ର ମଝିରେ ଫସି ରହିଥିବା ଜଣାପଡିଛି । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଚିଲିକା ମଝିରେ ଡଙ୍ଗାଟି ଫଶିି ରହିଛି ।

ଡଙ୍ଗାଟି ଯାନ୍ତ୍ରିକ ତୃଟିଯୋଗୁଁ ସମୁଦ୍ର ମଝିରେ ଫସି ରହିଥିବା ଜଣାପଡିଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ ଚିଲିକା ସାତପଡାରୁ ଜହ୍ନିକୁଦା ପଟକୁ ଯାଉଥିଲା ।

No comments:

COASTAL NEWS

କହିଲେ କହିବେ କହୁଛି

କେଜାଣି କଣ ହେଇଛି, ଗାଁ ଜମିଦାର ରବି ବାବୁ ଏବେ, ନିତିଆ କୁ ଦେଖି ଜଳୁଛି, କହିଲେ କହିବେ କହୁଛି... ରବି ବାବୁ ପୁଅ ବିଦେଶୀ କମ୍ପାନୀ, ଅଫିସର ଗୋଟେ ହୋଇଛ...