AFFILIATE MARKETING

https://binomo.com?a=90810425bb57&t=0

Thursday, October 12, 2023

ଭୁବନେଶ୍ବରର ଶ୍ରୀ ହସ୍ପିଟାଲ ରେ ଅଭାବନୀୟ କାଣ୍ଡ

COASTAL NEWS ODIA 1115

ଭୁବନେଶ୍ବରର ଶ୍ରୀ ହସ୍ପିଟାଲ ରେ ଅଭାବନୀୟ କାଣ୍ଡ 



ଭୁବନେଶ୍ୱର  :ଭଞ୍ଜ ବିହାରୀ ମହାନ୍ତି - ହସ୍ପିଟାଲ ଭିତରେ ପଶିଲେ ଡାକ୍ତରଙ୍କୁ ନିର୍ଦ୍ଧୁମ ଛେଚିଲେ। ସିକ୍ୟୁରିଟିଙ୍କ ପାଖରୁ ଆରମ୍ଭ କରି ଯାହାକୁ ପାରିଲେ ତାକୁ ମାରିଲେ। କିଛି ସମୟ ପାଇଁ ଆତଙ୍କ ସୃଷ୍ଟି ହେଲେ ଭୁବନେଶ୍ବରର ଶ୍ରୀ ହସ୍ପିଟାଲ ଭିତରେ। କିଛି ଦୁର୍ବୃତ୍ତ ମାନେ ବିନା କାରଣରେ ହସ୍ପିଟାଲ ଭିତରକୁ ପଶି ରୋଗୀଙ୍କୁ ଟ୍ରିଟମେଣ୍ଟ କରୁଥିବା ଡ଼ାକ୍ତର , ନର୍ସ ଆଉ ଅନ୍ୟ ଷ୍ଟାଫଙ୍କୁ ନିର୍ଦ୍ଧୁମ ମାଡ଼ ମାରିଥିଲେ। 

ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏନେଇ ବଡଗଡ ଥାନାରେ ହସ୍ପିଟାଲ ତରଫରୁ ଏକ ମାମଲା ରୁଜୁ ହୋଇଛି

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...