AFFILIATE MARKETING

https://binomo.com?a=90810425bb57&t=0

Monday, October 2, 2023

ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ପଦରୁ ସୌମ୍ୟ ରଂଜନଙ୍କ ଇସ୍ତଫା, ତନୟା ପଟ୍ଟନାୟକ ହେଲେ ସମ୍ବାଦ ସମ୍ପାଦକ

COASTAL NEWS ODIA 978

ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ପଦରୁ ସୌମ୍ୟ ରଂଜନଙ୍କ ଇସ୍ତଫା, ତନୟା ପଟ୍ଟନାୟକ ହେଲେ ସମ୍ବାଦ ସମ୍ପାଦକ




ଭୁବନେଶ୍ବର - ଭଞ୍ଜ ବିହାରୀ ମହାନ୍ତି - ବରିଷ୍ଠ ନେତା ସୌମ୍ୟ ରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ଥଫା ଦେଇଛନ୍ତି । ‘ସମ୍ବାଦ’ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ଆଜି ‘ସମ୍ବାଦ’ ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...