AFFILIATE MARKETING

https://binomo.com?a=90810425bb57&t=0

Friday, October 27, 2023

ଛୁରୀରେ ଆକ୍ରମଣର କରିବା ପରେ ପଥରରେ ଛେଚି ହତ୍ୟା

COASTAL NEWS ODIA 1277

ଛୁରୀରେ ଆକ୍ରମଣର କରିବା ପରେ ପଥରରେ ଛେଚି ହତ୍ୟା



ଗଞ୍ଜାମ - (CNO) ଭଞ୍ଜ ବିହାରୀ ମହାନ୍ତି - ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଳକ ଲାଞ୍ଜିଆପଲ୍ଲୀରେ ଜଣେ ଯୁବକଙ୍କୁ ଛୁରୀରେ ଆକ୍ରମଣର କରିବା ପରେ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ଲାଞ୍ଜିଆପଲ୍ଲୀ ଗାଁର ମଙ୍ଗୁଳୁ ଭୂୟାଁ। ତାଙ୍କୁ ୨୩ ବର୍ଷ ହୋଇଥିଲା।

ମଙ୍ଗୁଳୁ ଆଜି ସକାଳେ ନିତ୍ୟକର୍ମ ସମାପନ କରିବାକୁ ଘର ବାହାରକୁ ଯାଇଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଚାକୁରେ ଆକ୍ରମଣ କରିବା ପରେ ପଥରରେ ଛେଚି ହତ୍ୟା କରିଥିବା ସୂଚନା ମିଳିଛି। ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ ଓ ଶେରଗଡ଼ ଥାନା ଅଧିକାରୀ ବରେନ୍ଦ୍ର ସିଆଳ ଘଟଣାସ୍ଥଳ ଯାଞ୍ଚ କରିଛନ୍ତି। ପୂର୍ବ ଶତ୍ରୁତା କାରଣରୁ ତାଙ୍କୁ ହତ୍ୟା କରାଯାଇ ଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି।

ତଦନ୍ତ ଜାରି ରହିଛି ବୋଲି କହିଛନ୍ତି ଶେରଗଡ଼ ଥାନା ଅଧିକାରୀ ବରେନ୍ଦ୍ର ସିଆଳ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...