AFFILIATE MARKETING

https://binomo.com?a=90810425bb57&t=0

Thursday, October 26, 2023

ତମାଖୁମୁକ୍ତ ଗାଁ ଅଭିଯାନରେ ଓଡ଼ିଶା ଶ୍ରେଷ୍ଠ

COASTAL NEWS ODIA 1261

ତମାଖୁମୁକ୍ତ ଗାଁ ଅଭିଯାନରେ ଓଡ଼ିଶା ଶ୍ରେଷ୍ଠ
 

 
ଭୁବନେଶ୍ୱର, ୨୬।୧୦ (CNO) ଭଞ୍ଜ ବିହାରୀ ମହାନ୍ତି - ତମାଖୁମୁକ୍ତ ଗାଁ ଅଭିଯାନରେ ସାରା ଦେଶରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହା ଟବାକୋ ଫ୍ରି ୟୁଥ୍‌ କ୍ୟାମ୍ପେନ-୨୦୨୩ ଅଧୀନରେ ହୋଇଥିଲା। ଏହି ଅଭିଯାନ ଗତ ଜୁଲାଇ ଓ ଅଗଷ୍ଟ ପର୍ଯ୍ୟନ୍ତ ଚାଲିଥିଲା। ଭାରତ ସରକାରଙ୍କ ପକ୍ଷରୁ ଓଡ଼ିଶାକୁ ଏହି ପୁରସ୍କାର ଦିଆଯାଇଛି। 

ସାରା ଦେଶରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ଟବାକୋମୁକ୍ତ ଗାଁ ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତିରାଜ ବିଭାଗକୁ ସରପଞ୍ଚଙ୍କ ଜରିଆରେ କୋଟପା ଆଇନକୁ ଗାଁରେ କାର୍ଯ୍ୟକାରୀ କରିବାକୁ ସ୍ବାସ୍ଥ୍ୟ ବିଭାଗ ଚିଠି କରିଥିଲା। ଏ ଯାଏ ୫୪ ପଞ୍ଚାୟତ ଟବାକୋ ମୁକ୍ତ ଘୋଷଣା ହୋଇସାରିଛି। ଆହୁରି ୧୧୪ ପଞ୍ଚାୟତରେ ଏହି କାମ ଚାଲିଛି। ଏଥିସହ ସାରା ରାଜ୍ୟରେ ସଫଳତାର ସହ ଟବାକୋମୁକ୍ତ ସ୍କୁଲ ଅଭିଯାନ ଚାଲିଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।

No comments:

COASTAL NEWS

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ ନମସ୍କାର। ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ଉପସ୍ତାପକ ଶ...