AFFILIATE MARKETING

https://binomo.com?a=90810425bb57&t=0

Saturday, November 11, 2023

କାର,ପିକଅପକୁ ଧକ୍କା ଦେଲା ଟ୍ୟାଙ୍କର ; ୪ ମୃତ

COASTAL NEWS ODIA 1428

କାର,ପିକଅପକୁ ଧକ୍କା ଦେଲା ଟ୍ୟାଙ୍କର ; ୪ ମୃତ



 
ନୂଆଦିଲ୍ଲୀ : ଭଞ୍ଜ ବିହାରୀ ମହାନ୍ତି - ଦିଲ୍ଲୀ -ଜୟପୁର ରାଜପଥରେ ସିଧରାବଲୀ ନିକଟରେ ଏକ ଟ୍ୟାଙ୍କର କାର, ପିକଅପ୍‌‌ ଭ୍ୟାନକୁ ଧକ୍କା ଦେଇଥିବା ନେଇ ଶନିବାର ଖବର ମିଳିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଏକ ଗାଡିରେ ନିଆଁ ଲାଗି ଯାଇଥିବା ନେଇ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।

ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ଟ୍ୟାଙ୍କର ସହ ଧକ୍କା ହେବା ପରେ ଗାଡିରେ ନିଆଁ ଲାଗି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ପିକଅପ ଭ୍ୟାନରେ ନିଆଁ ଲାଗିବା ପରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରୁ ଟ୍ୟାଙ୍କର ଚାଳକ ଫେରାର ହୋଇ ଯାଇଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...