AFFILIATE MARKETING

https://binomo.com?a=90810425bb57&t=0

Thursday, November 9, 2023

ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର

COASTAL NEWS ODIA 1400

ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର



 
ନୟାଗଡ଼,୯।୧୧ (CNO) ଭଞ୍ଜ ବିହାରୀ ମହାନ୍ତି - ଇଟାମାଟି ଥାନା ବାଉଁଶିଆପଡ଼ା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ମହିଳା ଜଣେ ବ୍ୟକ୍ତିଙ୍କ ବାରଣ୍ଡାରେ ଶୋଇଥିବା ବେଳେ ବୁଧବାର ରାତିରେ ସେହି ଗ୍ରାମର ଜଣେ ଯୁବକ ତାଙ୍କୁ ବଳାତ୍କାର କରିଛନ୍ତି। 

ଇଟାମାଟି ପୋଲିସ ଅଭିଯୋଗ ପାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପକ୍ଷେ ପୀଡିତା ଗୁରୁତର ଥିବା ସହ ଅତ୍ୟଧିକ ରକ୍ତସ୍ରାବ ହେଉଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...